Monday, 31 December 2012
Thursday, 1 November 2012
Friday, 12 October 2012
Friday, 14 September 2012
Wednesday, 12 September 2012
ବାଇଶି ପାହଚ
ବାଇଶି ପାହଚ
ବାଇଶି ପାହଚ ବଉଳମାଳା ମାଙ୍କଡ଼ା ପଥରରେ ତିଆରି । ଭକ୍ତମାନେ ବର୍ଷତମାମ ବାଇଶି ପାହାଚ ବାଟଦେଇ ଶ୍ରୀଜୀଉମାନଙ୍କୁ ଦର୍ଶନ କରିବାକୁ ଯାଉଥିବା ବେଳେ ଆଷାଢ଼ ଶୁକ୍ଳ ଦ୍ଵିତୀୟା ଦିନ ଶ୍ରୀଜୀଉମାନେ ଶ୍ରୀମନ୍ଦିରର ରତ୍ନସିଂହାସନ ଛାଡ଼ି ବାଇଶି ପାହାଚ ବାଟ ଦେଇ ବଡ଼ଦାଣ୍ଡରେ ଥିବା ରଥକୁ ଆସିଥାନ୍ତି , ବାଇଶି ପାହାଚର ଅଧିଷ୍ଠାତ୍ରୀ ଦେବୀଗଣ ହେଲେ ମାୟା, ଚେତନା, ବୁଦ୍ଧି, ନିଦ୍ରା, କ୍ଷୁଧା, ଛାୟା, ତୃଷ୍ଣା, କ୍ଷାନ୍ତି, ଜାତି, ଲଜ୍ଜା, ଶାନ୍ତି, କାନ୍ତି, ବୃତ୍ତି, ସ୍ମୃତି, ଦୟା, ତୁଷ୍ଟି, ବିକ୍ରୀ, ମାତୃ, ଭ୍ରାନ୍ତି ଓ ପ୍ରଜ୍ଞା ବାଇଶି ପାହାଚରେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦ

ିଆଯାଏ , ବାଇଶି ପାହାଚରେ ଦ୍ଵିତୀୟ ସୋପାନରେ ରହିଛି ଜମଶିଳା ଶ୍ରଦ୍ଧାଳୁମାନେ ଏହି ଶିଳାକୁ ସ୍ପର୍ଶ କରି ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଅକାଳ ମୃତ୍ୟୁ ହୁଏ ନାହିଁ ଓ ସମସ୍ତ ପାପ ନାଶ ହୋଇ ଜୀବ ବୈକୁଣ୍ଠଗାମୀ ହୁଏ ବୋଲି ବିଶ୍ଵାସ ରହିଛି , ବାଇଶିପାହାଚକୁ ଭକ୍ତମାନେ ସମ୍ମାନ ଦେଇଥାନ୍ତି ।
ବାଇଶି ପାହାଚର କିମ୍ବଦନ୍ତୀ
ବାଇଶି ପାହାଚର କିମ୍ବଦନ୍ତୀ
କିମ୍ବଦନ୍ତୀ ମତେ ଭାନୁଦେବ ନାମରେ ଜଣେ ନିଃସନ୍ତାନ ରାଜା ଜମ୍ବେଶ୍ଵରଙ୍କୁ ଆରାଧନା କରି ସୁନ୍ଦର ପୁତ୍ର ସନ୍ତାନଟିଏ ଲାଭକଲେ, ଜାତକ ତିଆରି କଲାବେଳେ ରାଜା ଜାଣିଲେ ତାଙ୍କ ପୁତ୍ରର ଆୟୁଷ କେବଳ ୨୨ବର୍ଷ ପୁତ୍ରର ଅଳ୍ପାୟୁ ବାବଦରେ ଅବଗତ ହୋଇ ରାଜା ଭାନୁଦେବ ପୁନଶ୍ଚ ଜମ୍ବେଶ୍ଵରଙ୍କୁ ଆରାଧନା କଲେ, ଜମ୍ବେଶ୍ଵର ରାଜାଙ୍କ ଭକ୍ତି ରେ ସନ୍ତୁଷ୍ଟ ହୋଇ ଶ୍ରୀମନ୍ଦିର ଭିତରେ ବାଇଶି ପାହାଚ ନିର୍ମାଣ କରିବାକୁ ଆଜ୍ଞା ଦେଲେ ରାଜା ବାଇଶି ପାହାଚ ନିର୍ମାଣ କରି ତାଙ୍କ ସନ୍ତାନର ଆୟୁ ବୃଦ୍ଧି ପାଇଁ ସେହି ବାଇଶି ପାହାଚରେ ଗଡ଼ାଇ ଦେଇଥିଲେ , ଶ୍ରଦ୍ଧାଳୁମାନେ ସେଥିପାଇଁ ନିଜ ନିଜ ପିଲାମାନଙ୍କର ଆୟୁଷ ବୃଦ୍ଧି ନିମନ୍ତେ ବାଇଶି ପାହାଚରେ ଗଡ଼ାଇ ଦେଇଥାନ୍ତି ,.jpg)
.jpg)

Saturday, 28 July 2012
Friday, 27 July 2012
Sunday, 1 January 2012
Jagannath Nka Bada Danda Puri, Slideshow Slideshow
Jagannath Nka Bada Danda Puri, Slideshow Slideshow: TripAdvisor™ TripWow ★ Jagannath Nka Bada Danda Puri, Slideshow Slideshow ★ to Puri. Stunning free travel slideshows on TripAdvisor
Subscribe to:
Posts (Atom)

.png)
.jpg)